ବଜ୍ରପାତରେ ୨ ଯୁବକ ଗୁରୁତର, ଜଳିଗଲେ ୬ ଛେଳି, ମେଣ୍ଢା

ନୟାଗଡ଼ ଅଫିସ,୧ା୬: ସୋମବାର ଅପରାହ୍ନରେ ନୟାଗଡ଼ରେ ବର୍ଷାପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏହା ପ୍ରଭାବରେ ନୟାଗଡ ବ୍ଲକ ଚଣ୍ଡିବସ୍ତ ପୋଖରୀ ନିକଟରେ ୫ ମେଣ୍ଢା ଓ ୧ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ସେହିପରି ଛେଳି ଓ ମେଣ୍ଢା ଚରାଉଥିବା ଅଜୟ ବେହେରା (୧୬) ଓ ଗଣେଶ ବେହେରା (୪୫) ଗୁରୁତର ଆହତ ହୋଇଛନ୍ତି। ବରଦ୍ୱାର (କ) ଗଁାର ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରଥମେ ବର୍ଷା ଆରମ୍ଭ ହେବାରୁ ଅଜୟ ଓ ଗଣେଣ ମେଣ୍ଢା ପଲକୁ ପୋଖରୀ ନିକଟକୁ ନେଇ ସେଠାରେ ଆଶ୍ରୟ ନେଇଥିଲେ। ଅପରାହ୍ନ ପ୍ରାୟ ୩ଟାରେ ହଠାତ୍‌ ବଜ୍ରପାତ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri