ବଜ୍ରପାତରେ ୨୦ ମୃତ ୩୦ ଆହତ

ଇସ୍‌ଲାମାବାଦ,୧୫।୧୧: ପାକିସ୍ତାନର ସିନ୍ଧ ଅଞ୍ଚଳରେ କିଛିଦିନ ହେବ ପାଣିପାଗରେ ପରିବର୍ତ୍ତନ ଦେଖାଦେଇଥିଲା। ହଠାତ୍‌ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ଶୁକ୍ରବାର ସୁଦ୍ଧା ସେଠାରେ ଅତିକମ୍‌ରେ ୨୦ ଜଣଙ୍କ ମୃତ୍ୟୁ ହେବା ସହ ୩୦ ଆହତ ହୋଇଥିବା ସୂଚନା ମିଳିଛି। କେବଳ ସେତିକି ନୁହେଁ ଏହି ଦୈବିଦୁର୍ବିପାକରେ ଶହଶହ ଜୀବଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହୋଇଥିବା ଖବର ମିଳିଛି। ପାକିସ୍ତାନ ଖବର କାଗଜ ଡନ୍‌ର ସୂଚନା ଅନୁଯାୟୀ, ବୁଧବାର ରାତିରେ ସିନ୍ଧ ଥାରପାରକର ଜିଲାର ମିଠ, ଛାଛି ଓ ରାମ ସିଂ ସୋଧୋ ଗାଁରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହୋଇଥିଲା। ଗୁରୁବାର ମଧ୍ୟ ଏହା ଜାରି ରହିଥିଲା। ଏହି ଘଟଣାରେ ୧୦ ମହିଳାଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri