ବଜ୍ରପାତରେ ୮ ଗୋରୁଙ୍କ ଜୀବନଗଲା

କେନ୍ଦୁଝର, ୧।୫(ସ୍ବ.ପ୍ର.)-କାଳବୈଶାଖୀ ଓ ବଜ୍ରପାତରେ ଶୁକ୍ରବାର ଅପରାହ୍ନରେ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳରେ ୮ଟି ବଳଦ ଓ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ଶୁକବ୍ରାର ଅପରାହ୍ନ ୩ଘଟିକା ସମୟରେ ବର୍ଷା ସହ ବଜ୍ରପାତ ହୋଇଥିଲା। ଉକ୍ତ ଗ୍ରାମର ବୀରବର ଜୁଆଙ୍ଗଙ୍କ ଗୋଟିଏ ଗାଈ, ଭୋଳାନାଥ ଜୁଆଙ୍ଗଙ୍କ ୩ଟି ବଳଦ, ମକୁରୁ ଜୁଆଙ୍ଗଙ୍କ ଗୋଟିଏ ବଳଦ, ରଞ୍ଜନ ଜୁଆଙ୍ଗ ୨ଟି ବଳଦ, ଭକ୍ତବନ୍ଧୁ ଜୁଆଙ୍ଗଙ୍କ ୨ଟି ବଳଦର ମୃତ୍ୟୁ ଘଟିଛି । ସମସ୍ତେ ଗରିବ ପରିବାରର ହୋଇଥିବାରୁ ସେମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri