ବଡ ନଦୀରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ଆସିକା,୧୯।୫(ଡି.ଏନ୍‌.ଏ.)- ଆସିକା କଳିଙ୍ଗା ରୋଡ ଡାକବଙ୍ଗଳା ସଂଲଗ୍ନ ବଡନଦୀର ବାଲୁକାଶଯ୍ୟାରୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ମୃତକ ଜଣକ ଆସିକା ଥାନା ପଥରା ନିକଟରେ ବସବାସ କରୁଥିବା ମୁଣ୍ଡପୋତା କେଳା ସମ୍ପ୍ରଦାୟର ଓ ତାଙ୍କ ନାମ ଗୋଲାପ ଗୌରୀ ଗିରି (୨୮) ବୋଲି ଜଣାପଡିଛି। ଗୋଲାପ ପରିବାରର ଅନ୍ୟ ସଦସ୍ୟଙ୍କ ସହ ବଡନଦୀ ପାରି ହେଉଥିଲା ବେଳେ ମୃତ୍ୟୁବରଣ କରିଥିବା କୁହାଯାଉଛି ା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଛେଦ ଲାଗି ଆସିକା ସରକାରୀ ଡାକ୍ତରଖାନାକୁ ପଠାଇଛି। ମୃତକଙ୍କ ସହ ଥିବା ତାଙ୍କ ଶାଶୁ, ନଣନ୍ଦ ଓ ମୃତକଙ୍କ ୨ଶିଶୁଙ୍କୁ ପୋଲିସ ଥାନାକୁ ନେଇ ପଚରାଉଚରା କରୁଛି ା କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ତାହା ସ୍ପଷ୍ଟ ହୋଇନଥିଲା ବେଳେ ମୃତଦେହ ବ୍ୟବଛେଦ ପରେ ଏହା ଜଣାପଡିବ ବୋଲି ପୋଲିସ କହିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୧୩/୧୯ରେ ଏକ ଅପମୃତ୍ୟୁ ମାମଲା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri