ବଡଜୟୀପୁର ଗ୍ରାମରେ ଅଜଣା କୀଟ

ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ ଗୋପିଆସ୍ଥ ପଡିଆରେ ଥିବା ଗଛ ଗୁଡିର ପତ୍ର ଖାଇ ସଫା କରିଦେଉଥିବା ନେଇ ଗ୍ରାମବାସୀ କହିଛନ୍ତି। କେହି କେହି ଏହାକୁ ପଙ୍ଗପାଳ କହୁଥିବା ବେଳେ ଆଉ କିଛି ଝିଣ୍ଟିକା ପ୍ରଜାତିର କୀଟ ବୋଲି ସନ୍ଦେହ କରୁଛନ୍ତି। ବୁଧବାର ସକାଳେ ସରପଞ୍ଚ ସଞ୍ଜୟ କୁମାର ପଣ୍ଡା ଖବର ପାଇ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ଓ କୃଷି ବିଭାଗକୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri