ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ

ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ ପ୍ରଥମେ ଶିଳାନ୍ୟାସ ନିମନ୍ତେ ଏକ ଫଳକର ଉନ୍ମୋଚନ କରିଥିଲେ। ସିଏସଆର ଯୋଜନାରେ ରୁଙ୍ଗଟା କମ୍ପାନୀ ମୋଟ ୭୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ସ୍ତମ୍ଭର ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯାଇ ଡିସେମ୍ବର ଶେଷ ସୁଦ୍ଧା ଉଦ୍‌ଘାଟନର ଲକ୍ଷ୍ୟ ରଖାଯାଇଥିବା ଏଚଆର ଓ ଆଡମିନ ଯୁଗ୍ମ ସଭାପତି ରାମୁ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକୁ ପୌରପରିଷଦ ଓ ପୂର୍ତ୍ତ ବିଭାଗୀୟ ଅଧିକାରୀଙ୍କ ତଦାରଖରେ ହେବ ବୋଲି ଜଣାପଡିଛି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ପୌରନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା, ହୀରକ ମଜୁମଦାର ଓ ଲଳିତ ନାରାୟଣ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri