ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ ଜବତ କରିଛନ୍ତି। ଏତେ ପରିମାଣର ବିସ୍ଫୋରକ କିଭଳି ଏଠାକୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି।
ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ ଜବତ କରିଛନ୍ତି। ଏତେ ପରିମାଣର ବିସ୍ଫୋରକ କିଭଳି ଏଠାକୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି।
ଇସଲାମାବାଦ୍,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…
ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…
ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…
ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…
ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…
ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…
ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…
ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…