ବଡ଼ ହୋଇଯାଇଛନ୍ତି କାଜଲ ଓ ଶାହାରୁଖ୍‌ଙ୍କ ଏହି ପୁଅ: ଚିହ୍ନି ପାରୁ ନାହାନ୍ତି ଲୋକେ

କେତେକ ବଲିଉଡ ଅଭିନେତା ଅଛନ୍ତି, ଯେଉଁମାନେ ଶିଶୁ କଳାକାର ଭାବରେ ଅନେକ ସୁନାମ ଅର୍ଜନ କରିଛନ୍ତି। ତାଙ୍କର ଅଭିନୟକୁ ସର୍ବଦା ଦର୍ଶକମାନେ ପସନ୍ଦ କରୁଥିଲେ, କିନ୍ତୁ ଏହି କଳାକାର ପିଲାଦିନେ ଯେତିକି ପ୍ରସିଦ୍ଧ ହୋଇଥିଲେ ବଡ଼ ହୋଇ ମଧ୍ୟ ହୋଇପାରି ନାହାନ୍ତି। ଜାଣନ୍ତୁ ସେହି ବଲିଉଡ ଅଭିନେତାମାନଙ୍କ ବିଷୟରେ ଯିଏ ଶିଶୁ କଳାକାର ଭାବେ ଅନେକ ନାମ ଅର୍ଜନ କରିଛନ୍ତି।

जिबरान खान

ଏହି ଅଭିନେତାଙ୍କ ନାମ ଜିବ୍ରାନ ଖାଁ। ଜିବ୍ରାନ ବଲିଉଡର ‘ସଦାବାହାର’ ,‘କଭି ଖୁସି କଭି ଗମ’‌ରେ ଶିଶୁ କଳାକାର ଭାବରେ କାର୍ଯ୍ୟ କରିଥିଲେ। ଏହି ଚଳଚ୍ଚିତ୍ରରେ ଶାହରୁଖ ଖାଁ, ଅମିତାଭ ବଚ୍ଚନ, ହ୍ରିତିକ ରୋଶନ, କାଜଲ, କରିନା କପୁର ଏବଂ ଜୟା ବଚ୍ଚନଙ୍କ ସମେତ ଅନେକ ଭେଟେରାନ କଳାକାର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରରେ ଜିବ୍ରାନ କାଜଲଙ୍କ ପୁଅ ଭୂମିକାରେ ଅଭିନୟ କରିଥିଲେ।

ତାଙ୍କୁ ବର୍ତ୍ତମାନ ୨୭ ବର୍ଷ । ‘କଭି ଖୁସି କଭି ଗମ୍‌’ ବ୍ୟତୀତ ସେ ଆହୁରି ଅନେକ ବଲିଉଡ ଫିଲ୍ମରେ ଶିଶୁ କଳାକାର ଭାବରେ କାର୍ଯ୍ୟ କରିଥିଲେ ଏବଂ ଦର୍ଶକଙ୍କ ହୃଦୟ ଜିତିଥିଲେ। କିନ୍ତୁ ବର୍ତ୍ତମାନ ସେ ଫିଲ୍ମ ପରଦାରୁ ଦୂରରେ। ଜିବ୍ରାନ ବର୍ତ୍ତମାନ ବହୁତ ପରିବର୍ତ୍ତନ ହୋଇଛନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଜିବ୍ରାନ ଅନେକ ସମୟରେ ତାଙ୍କର ଫଟୋ ଏବଂ ଭିଡିଓ ମଧ୍ୟ ଶେୟାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?