ବଡ଼ସାହି,୨୫।୩(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଦେଉଳିଆ ମଜୁରାସାହିରେ ବଡ଼ଭାଇଙ୍କ ଠେଙ୍ଗା ମାଡ଼ରେ ମଙ୍ଗଳବାର ରାତିରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତ ସାନଭାଇ ହେଲେ ଟେରା ସିଂ(୫୫) ।
ପ୍ରକାଶ ଯେ, କୌଣସି କାରଣକୁ ନେଇ ବଡ଼ଭାଇ ହାଗ ସିଂ(୬୦) ଏବଂ ସାନଭାଇ ଟେରା ସିଂଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ହାଗ ଏକ ଠେଙ୍ଗାରେ ଟେରାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଟେରାଙ୍କୁ ପ୍ରଥମେ ବଡ଼ସାହି ଓ ପରେ ବାରିପଦା ପିଆର୍ଏମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ପୋଲିସ ଏକ ମାମଲା (ନଂ.୩୫/୨୦) ରୁଜୁକରିବା ସହ ଅଭିଯୁକ୍ତ ହାଗଙ୍କୁ ଗିରଫ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି
ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…
ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର
ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…
ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…
ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…
ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି
ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…
ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ
ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…
ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ଉତ୍ତେଜନା
ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
Archives

