ବଢ଼ିଲା ରାସନକାର୍ଡ- ଆଧାର ଲିଙ୍କ୍‌ ଅବଧି

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅଗଷ୍ଟ ୩୧କୁ ରାସନକାର୍ଡ- ଆଧାର ଲିଙ୍କ୍‌ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଥିଲା। ତେବେ ଶନିବାର ଏହାର ସଂଯୋଗ ଅବଧିକୁ ସରକାର ବଢ଼ାଇ ଦେଇଛନ୍ତି। ସେପ୍ଟେମ୍ବର ୧୫ ଯାଏ ଏହି ଅବଧି ବଢ଼ାଯାଇଥିବା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri