ବଢ଼ୁଛି ବନ୍ୟା ଜଳ: ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ: ଗାଁ ଦାଣ୍ଡରେ ୪ ଫୁଟର ପାଣି

ଖୋର୍ଦ୍ଧା ଅଫିସ,୧୬।୮: ହୀରାକୁଦରେ ଗେଟ ଖୋଲିବା ଦ୍ୱାରା ମହାନଦୀର ଶାଖା ନଦୀ ରାଜୁଆରେ ବନ୍ୟା ଜଳ ବଢ଼ୁଛି । ଉପର ମୁଣ୍ଡରେ ବନ୍ୟାଜଳ ହ୍ରାସ ପାଉଥିବାବେଳେ ତଳମୁଣ୍ଡରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିସ୍କାସନ ହୋଇପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ୫ଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି । ଓରବରସିଂହ ପଞ୍ଚାୟତର ହିରିମୂଳ ଓ କୃଷ୍ଣପୁର ଗାଁ ଦାଣ୍ଡରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି । ସେହିଭଳି ନରଣଗଡ଼ ପଞ୍ଚାୟତର ଓରିମି, ମାନପୁର ଗାଁରେ ସାଢ଼େ ୨ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ସ୍ଥାନେ ସ୍ଥାନେ ୨ରୁ ୪ ଫୁଟ ପାଣି ପ୍ରବାହିତ ହେଉଛି । ଏହାକୁ ସାଧାରଣରେ ଭୟ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri