ବଢିବନି ବସ୍‌ ଭଡା: ଏସଟିଏ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ରାଜ୍ୟରେ ଆସନ୍ତା କାଲିଠାରୁ ଗଡିବ ଘରୋଇ ବସ। ବସ୍‌। ଏ ନେଇ ଘରୋଇ ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତି ହୋଇଛି। ହେଲେ ବସ ଭଡା ବଢି ନାହିଁ ବୋଲି ବୁଧବାର ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ମାର୍ଚ୍ଚ ୨୧ରେ ଲାଗୁ ହୋଇଥିବା ସଂଶୋଧିତ ଭଡା ଏବେ ବଳବତ୍ତର ରହିଥିବା ଟୁଇଟ ଯୋଗେ ସ୍ପଷ୍ଟ କରିଛି ଏସଟିଏ। ଏଥିସହ ବରମୁଣ୍ଡା ବସଷ୍ଟାଣ୍ଡରୁ କେଉଁ ସହରକୁ ଗଲେ କେତେ ଟଙ୍କା ଦେବାକୁ ପଡ଼ିବ ସେ ନେଇ ଏସଟିଏ ଓଡିଶା ଟୁଇଟର ହ୍ୟାଣ୍ଡେଲରେ ସମ୍ପୂର୍ଣ୍ଣ ତଥ୍ୟ ରହିଥିବା ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri