ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଯାହା ପୂର୍ବ ବର୍ଷ ତୁଳନାରେ ୧୦ ହଜାର ୩୪୦ କୋଟି ଟଙ୍କା ଅଧିକ ବୋଲି ଜଣାପଡିଛି। ଏଥିରେ ପ୍ରତିରକ୍ଷା କ୍ଷେତ୍ରରେ ଆବଶ୍ୟକ ଅସ୍ତ୍ରଶସ୍ତ୍ର ସାମଗ୍ରୀ କ୍ରୟ କରାଯିବା ସହ ଯବାନଙ୍କ ପାଇଁ ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି। ଏହାସହ ପ୍ରତିରକ୍ଷା ପେନସନ୍‌ ବଜେଟକୁ ମଧ୍ୟ ବୃଦ୍ଧି କରାଯାଇଛି। ଗତବର୍ଷ ଏହା ୧.୧୭ଲକ୍ଷ କୋଟି ଥିବା ବେଳେ ଚଳିତ ବର୍ଷ ଏଥିରେ ବୃଦ୍ଧି କରାଯାଇ ୧.୩୩ କୋଟି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri