Posted inଜାତୀୟ

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: କେରଳରେ ୫ ନୂଆ ରୋଗୀ

ନୂଆଦିଲ୍ଲୀ,୮।୩: ଭାରତରେ ବଢିବାରେ ଲାଗିଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା। ରବିବାର କେରଳରେ ୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କହିଛନ୍ତି, ରବିବାର କେରଳରେ ଯେଉଁ ୫ ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଛି ସେଥିମଧ୍ୟରୁ ୩ ଜଣ ନିକଟରେ ଇଟାଲିରୁ ଫେରିଥିଲେ। ଆଉ ଏମାନଙ୍କ ସଂସ୍ପର୍ଶରେ ଆସିବା ଫଳରେ ଅନ୍ୟ ୨ଜଣ କରୋନା ଭାଇରସରେ ପୀଡିତ ହୋଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୯୦ ଦେଶକୁ ବ୍ୟାପିସାରିଲାଣି। ଏପର୍ଯ୍ୟନ୍ତ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ମିଳିପାରି ନ ଥିବାରୁ ଦିନକୁ ଦିନ ଏହା ବଢିବାରେ ଲାଗିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri