ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୨୧୦୦ ସୁଦ୍ଧା ଏଠାରେ ବାସ କରୁଥିବା ୮୬ ପ୍ରତିଶତ ପେଙ୍ଗୁଇନ୍‌ ଲୋପ ପାଇବେ ବୋଲି ବୋଷ୍ଟନର କରେଣ୍ଟ୍‌ ବାୟୋଲୋଜି ନାମକ ଏକ ପତ୍ରିକାରେ ପ୍ରକାଶ ପାଇଛି। ଗବେଷକ ଦଳରେ ଆମେରିକା ଡ୍ବୁଡସ୍‌ ହୋଲ୍‌ ଓସିନୋଗ୍ରାଫିକ୍‌ ଇନଷ୍ଟିଚ୍ୟୁଟ୍‌ର ସଦସ୍ୟ ମଧ୍ୟ ସାମିଲ୍‌ ହୋଇଥିଲେ। ଗବେଷକ ବିଭିନ୍ନ ଅଧ୍ୟୟନ କରିବା ପରେ ଏହାର ରିପୋର୍ଟ ଉପସ୍ଥାପନ କରିଛନ୍ତି। ଗତ ୩୭ ବର୍ଷ ମଧ୍ୟରେ ଆଣ୍ଟାର୍କଟିକାରେ ଥିବା ପେଙ୍ଗୁଇନ୍‌ ବସତି ପରିସୀମା ୮୮ ପ୍ରତିଶତ ସଙ୍କୁଚିତ ହୋଇଛି। ୧୬୦ଠାରୁ ଦକ୍ଷିଣ ସାଗରରେ ଥିବା ଆଲ୍‌ ଓକ୍ସ୍‌ କୋଞ୍ଚସ୍‌ ଦ୍ୱୀପର ବୃହତ୍‌ ପେଙ୍ଗୁଇନ୍‌ ବସତି ହିମ ପାହାଡ଼ ତରଳିବା ଯୋଗୁ ଅଧିକ ପ୍ରଭାବିତ ହୋଇଛି ବୋଲି ଗବେଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri