ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ: ୭ ହାଇଓ୍ବା ଜବତ, ୭ ଗିରଫ

ବଡବିଲ,୫।୬(ସ୍ବ.ପ୍ର.)-ସୁନ୍ଦରଗଡ ଜିଲା ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ ହେଉଥିବାବେଳେ କେନ୍ଦୁଝର ଜିଲା ବଡବିଲ ପୋଲିସ ଗୁରୁବାର ୭ଟି ବାଲି ବୋଝେଇ ହାଇଓ୍ବା ଟ୍ରକ ଜବତ କରିଛି। ଏହି ଘଟଣାରେ ବାଲିଘାଟର ମାଲିକ, ମ୍ୟାନେଜର ଓ ୭ ଜଣ ଟ୍ରକ ଡ୍ରାଇଭରଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲିଘାଟ ମାଲିକ ଲହୁଣୀପଡା ଥାନା ରାଜାମୁଣ୍ଡା ଅଞ୍ଚଳର ମାଧବ ଚନ୍ଦ୍ର ମାଝୀ, ମ୍ୟାନେଜର ବଣେଇଥାନା ନରେନ୍ଦ୍ର ଗ୍ରାମର ଧର୍ମପଦ ସାହୁ ଏବଂ ୭ ଜଣ ଡ୍ରାଇଭର ହେଲେ ଆନନ୍ଦ ଦାସ, ଖୁଦ ଚାମ୍ପିଆ, ବିଶାଲ ବବଙ୍ଗା, ଲାଲଟୁ ମହାନ୍ତି, ମହାବୀର ଦାସ ଓରଫ୍‌ ବାବୁ, ଅଜିତ ଟୁଟି ଓ ଭାଗିରଥି ଟୁଟି ଓରଫ୍‌ ହିରୋ। ଏ ନେଇ ବଡବିଲ ଥାନାରେ କେସ ନଂ. ୭୯/୨୦ରେ ମାମଲା ରୁଜୁ ହୋଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

୧୭ ବର୍ଷରୁ କମ୍‌ ବାଳିକା କ୍ରିକେଟ ଖେଳିବେ ସାଇ ପ୍ରତୀକ୍ଷା

ହାଟଡିହୀ,୧୬l୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଛାତ୍ରୀ ସାଇ ପ୍ରତୀକ୍ଷା ଜେନା ୧୭ ବର୍ଷରୁ କମ ବାଳିକା କ୍ରିକେଟ ଖେଳିବା ପାଇଁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri