‘ବଣ୍ଟି ଔର ବବଲି’ ସିକ୍ୱେଲରୁ ଅଭିଷେକ ଆଉଟ୍‌

୨୦୦୫ରେ ରିଲିଜ୍‌ ହୋଇଥିବା ରାନୀ ମୁଖାର୍ଜୀ ଓ ଅଭିଷେକ ବଚ୍ଚନଙ୍କ ଅଭିନୀତ ସୁପରହିଟ ଫିଲ୍ମ ‘ବଣ୍ଟି ଔର ବବଲି’ ସିକ୍ୱେଲର ପ୍ରସ୍ତୁତି ଆରମ୍ଭ ହେବାକୁ ଯାଉଛି। ଏହି ବ୍ଲକବ୍ଲଷ୍ଟର ଫିଲ୍ମ ପୁଣି ଥରେ ଦର୍ଶକଙ୍କ ମନ ଜିତିବାରେ ସଫଳ ହେବ ବୋଲି ନିର୍ମାତା ଆଶା ରଖିଛନ୍ତି। କିନ୍ତୁ ଏହି ଫିଲ୍ମର ସିକ୍ୱେଲରେ ଦର୍ଶକ ଅନେକ ଟ୍ବିଷ୍ଟ ଦେଖିବାକୁ ପାଇବେ। ଏଥର ଅଭିଷେକ ବଚ୍ଚନଙ୍କ ସ୍ଥାନରେ ସୈଫ ଅଲ୍ଲୀ ଖାନ୍‌ ରାଣୀଙ୍କ ସହ ନଜର ଆସିବେ। ଏହି ଫିଲ୍ମର ଶୁଟିଂ ଆଗାମୀ ବର୍ଷ ଆରମ୍ଭ ହେବ ବୋଲି ଜଣାପଡିଛି। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ଜିମ୍ମା ଶାଦ ଅଲ୍ଲୀ ବହନ କରିଛନ୍ତି। ‘ବଣ୍ଟି ଔର ବବ୍‌ଲି’ ଚଳଚ୍ଚିତ୍ରକୁ ଦର୍ଶକ ବହୁତ ପସନ୍ଦ କରିଥିଲେ। ଫିଲ୍ମ ବ୍ୟତୀତ ସିନେମାରେ ଥିବା ଗୀତ ଗୁଡିକ ମଧ୍ୟ ହିଟ ହୋଇଥିଲା। ରାଣୀ ଏବେ ମର୍ଦ୍ଦାନୀ-୨ର ପ୍ରମୋଶନ ପାଇଁ ବ୍ୟସ୍ତ ଥିବାବେଳେ ଖୁବଶୀଘ୍ର ଶୁଟିଂ ଆରମ୍ଭ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri