ବଦଳାଇଲେ ରେଡ୍‌ଜୋନ୍‌ ନିଷ୍ପତ୍ତି

ଅନୁଗୋଳ ଅଫିସ, ୧୧।୫: ଅନୁଗୋଳ ଜିଲାର କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ସକାଳେ ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଥିଲା। ସେଥିମଧ୍ୟରୁ ଜଣେ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିବା ପରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ତୁରନ୍ତ ଜିଲାକୁ ରେଡ୍‌ଜୋନ୍‌ ଘୋଷଣା କରିଥିଲେ। କିନ୍ତୁ କିଛି ସମୟ ପରେ ସେ ଏକ ଜରୁରୀ ଖବରଦାତା ସମ୍ମିଳନୀ ଡକାଇଥିଲେ। ସେଥିରେ ଜିଲାପାଳ କହିଥିଲେ ଯେ, ଅନୁଗୋଳ ଜିଲାକୁ ରେଡ୍‌ଜୋନ୍‌ ଭାବେ ଘୋଷଣା କରାଯାଇ ନାହିଁ। ଏପରି ଘୋଷଣା ତାଙ୍କ କ୍ଷମତା ବାହାରେ। ଏହା କେବଳ ରାଜ୍ୟ ସରକାର କରିପାରିବେ। ସରକାରଙ୍କ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଅନୁଗୋଳ ଜିଲା ପୂର୍ବ ଭଳି ଗ୍ରୀନ୍‌ ଜୋନ୍‌ରେ ରହିବ ବୋଲି ଜିଲାପାଳ ମହାନ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଜନଆକ୍ରୋଶ ସମାବେଶ: ରାହୁଲ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ କରି…

ମୋହନା,୮।୫( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ମଣ୍ଡଳ ଦମାଦୁଆଠାରେ ଜିଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି…

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ମୁହଁ ଖୋଲିଲେ ଯୁବତୀ, କହିଲେ ମୋତେ ଆଉ ମୋ’ ସାଙ୍ଗକୁ ସେ…

ବାଲିଅନ୍ତା,୮ା୫(ନୀଳମାଧବ ସାହୁ): ଖୋର୍ଦ୍ଧା ଜିଲା ବାଲିଅନ୍ତାରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଛନ୍ତି ଯୁବତୀ। ସେ କହିଛନ୍ତି, ମୋତେ ଓ ମୋ’ ସାଙ୍ଗକୁ ୨…

ତ୍ରିନାଥ ଶବରଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା, ନୂଆ ଦାୟିତ୍ୱ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

କୋକସରା,୮।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା, ଓଡ଼ିଶା ପ୍ରଦେଶ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲା ପାଇଁ ଏସଟି ମୋର୍ଚ୍ଚା ଜିଲା ସଭାପତିଙ୍କ…

ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ: ଅଗ୍ନିଶମ ବାହିନୀର ପହଞ୍ଚିବା ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ…

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତାର କାଣିଗୁମା ନିକଟରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଦୀର୍ଘ ସମୟ ଧରି ଯାତାୟାତ…

କାର୍ଯ୍ୟରତ କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ବିକ୍ଷୋଭ,ଏହି ଦାବି କରିବା ପରେ…

ଦେବଗଡ,୮ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଳକ ଅନ୍ତର୍ଗତ ଆମ୍ବକଟା ସ୍ଥିତ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେଶନ ଗ୍ରିଡରେ ଗତ ଏପ୍ରିଲ ୨୯ ତାରିଖ ଦିନ ଘଟିଥିବା ଦୁର୍ଘଟଣାରେ…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ତେଜିଲା ଦାବି: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ

କର୍ଲାମୁଣ୍ଡା,୮/୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହହାଲ ପଞ୍ଚାୟତ ଠାରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri