Posted inଜାତୀୟ

ବଦଳିଲା ନିୟମ: ୧୬ ନୁହେଁ ୨୪ ଡିଗ୍ରୀରେ ଚାଲିବ ଏସି

ନୂଆଦିଲ୍ଲୀ,୭।୧: ଚଳିତବର୍ଷ ଯେଉଁମାନେ ନିଜ ଘର ପାଇଁ ନୂଆ ଏୟାର କଣ୍ଡିସନର(ଏସି) କିଣିବେ ସେମାନେ ଆରମ୍ଭରୁ ୨୪ ଡିଗ୍ରୀ ସେଲସିୟସ ତାପମାତ୍ରାରୁ ଏହାକୁ ଚଲାଇବେ। ସବୁ କମ୍ପାନୀର ସବୁ ପ୍ରକାରର ଏସିରେ ଡିଫଲ୍ଟ ତାପମାତ୍ରା ୨୪ ଡିଗ୍ରୀ ସେଟ୍‌ କରାଯିବ। ଏହାପରେ ଏହାକୁ କମ୍‌ ବା ଅଧିକ କରାଯାଇ ପାରିବ। ଶକ୍ତି ମନ୍ତ୍ରଣାଳୟର ନୋଟିଫିକେଶନ ଆଧାରରେ ନୂଆବର୍ଷରୁ ନୂଆ ସେଟିଂର ଏସି ତିଆରି କରାଯିବ। ସବୁ ବ୍ରାଣ୍ଡର ଷ୍ଟାର ରେଟିଂ ବାଲା ଏସି ପାଇଁ ନୋଟିଫିକେଶନ ଜାରି କରାଯାଇଛି। ନୂଆ ନିୟମ ୨୦୨୦ ଜାନୁୟାରୀ ୧ରୁ ଲାଗୁ କରାଯିବ। ବ୍ୟୁରୋ ଅଫ୍‌ ଏନର୍ଜି ଏଫିସିଏନ୍ସି(ବିଇଇ) ସରକାରଙ୍କ ସହ ମିଶି ଏହି ନିୟମ ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri