ବଦଳିଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଶକ୍ତି ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଶକ୍ତି ସଚିବ ଥିବା ବିଷ୍ଣୁପଦ ସେଠୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଚିବ ଭାବେ ବଦଳି କରାଯାଇଛି। ସେହିପରି କେନ୍ଦ୍ରୀୟ ଡେପୁଟେଶନ ଶେଷ କରିଥିବା ସନ୍ତୋଷ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। କିଛିଦିନ ତଳେ ସନ୍ତୋଷଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri