Posted inଜାତୀୟ

ବଦ୍ରିନାଥରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ବସ୍‌ ଉପରେ ଖସିଲା ପଥର ଖଣ୍ଡ

ଚାମୋଲି,୬।୮: ଉତ୍ତରାଖଣ୍ଡ ଚାମୋଲି ଜିଲାର ଲାମ୍ବାଗଡ଼ରେ ମଙ୍ଗଳବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ପାହାଡ଼ରୁ ବଡ଼ ବଡ଼ ପଥର ଖଣ୍ଡମାନ ଖସି ରାସ୍ତାରେ ପଡ଼ିଥିଲା। ସେହି ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଉପରେ ବିଶାଳକାୟ ପଥର ଖଣ୍ଡ ପଡ଼ିବାରୁ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୯ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ବଦ୍ରିନାଥରୁ ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ଫେରୁଥିବା ବେଳେ ଲାମ୍ବାଗଡ଼ରେ ଭୂସ୍ଖଳନ ଯୋଗୁ ବିଶାଳକାୟ ପଥର ଖଣ୍ଡମାନ ବସ୍‌ ଉପରେ ପଡ଼ିଥିଲା। ଏଥିଯୋଗୁ ବସ୍‌ରେ ଥିବା ୧୪ଜଣ ଯାତ୍ରୀଙ୍କ ମଧ୍ୟରୁ ୯ଜଣଙ୍କ ମୃତ୍ୟୁ ହୋଇଛି। ଏହାପରେ ଘଟଣାସ୍ଥଳରେ ଏସ୍‌ଡିଆରଏଫ୍‌, ପୋଲିସ ଓ ପ୍ରଶାସନର ମିଳିତ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ବି କେତେକ ଯାତ୍ରୀ ବସ୍‌ ଓ ପଥର ଖଣ୍ଡ ତଳେ ଫଶିରହିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri