ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେଇଥିବା ନେଇ ନାୟକାଣିଡିହୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୮୧/୧୯) ରୁଜୁକରି ତଦନ୍ତ ଚଳାଇଛି। ପୋଲିସ ସୂଚନା ଅନୁଯାୟୀ, ସାନକୋରବାଟିଆ ଗ୍ରାମର ବିଜୟ ଜେନାଙ୍କୁ ବର୍ଷକ ତଳେ ଚାନ୍ଦବାଲିର ନବକିଶୋର ଜେନାଙ୍କ ଝିଅ ଉଷାରାଣୀ ବିବାହ କରିଥିଲେ। ବିଜୟ ବାହାରେ ରହି କାମ କରନ୍ତି। ବୁଧବାର ବିଳମ୍ବିତ ରାତିରେ କୌଣସି କାରଣରୁ ନିଅଁା ଲାଗି ଉଷାରାଣୀ ପୋଡ଼ି ଯାଇଥିଲେ। ଗୁରୁବାର ସକାଳୁ ଉଷାରାଣୀଙ୍କ ମୃତ୍ୟୁ ଖବର ପାଇ ତାଙ୍କ ବାପା ଆସି ପହଞ୍ଚିଥିଲେ। ତାଙ୍କ ଝିଅକୁ ପୋଡ଼ି ମାରିଦିଆଯାଇଥିବା ସେ ନାୟକାଣିଡିହୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଘଟଣାର ତଦନ୍ତ ଜାରି ରହିଥିବା ଥାନାଧିକାରୀ ରତିକାନ୍ତ ଗିରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?