Posted inଜାତୀୟ

ବନ ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ କାହିଁକି ଚୁପ୍‌ ଅଛନ୍ତି ମୁଖ୍ୟମନ୍ତ୍ରୀ: ବିରୋଧୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନାରେ ବିରୋଧୀ କଂଗ୍ରେସ ଓ ଭାଜପା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ଘେରିଛନ୍ତି। ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) କର୍ମୀମାନେ ଯେଉଁଭଳି ଭାବେ ଜଣେ ମହିଳା ବନ ଅଧିକାରୀଙ୍କୁ ଆକ୍ରମଣ କଲେ ତାକୁ ନେଇ କାହିଁକି ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁ ନାହାଁନ୍ତି ବୋଲି ବିରୋଧୀ ପ୍ରଶ୍ନ କରିଛନ୍ତି। ବରିଷ୍ଠ ଭାଜପା ନେତା କ୍ରିଷ୍ଣା ସାଗର ରାଓ ଗଣମାଧ୍ୟମକୁ କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ କେସିଆର୍‌ ସରକାର ନିଜ ହାତମୁଠାରେ ରଖିବା ଭଳି ମନେ ହେଉଛି। କାରଣ ତାଙ୍କ ଦଳର କର୍ମୀମାନେ ଏବେ ଆଇନକୁ ନିଜ ହାତକୁ ନେଇ ଜଣେ ମହିଳା କର୍ମଚାରୀଙ୍କୁ ଯେଭଳି ଆକ୍ରମଣ କରିଛନ୍ତି ତାହା ନିନ୍ଦନୀୟ। ଏହାସହ ରାଜ୍ୟରେ ଦିନକୁ ଦିନ ଆସାମାଜିକ କାର୍ଯ୍ୟକଳାପ ବଢିଯାଉଛି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri