ବନଜାତ ଦ୍ରବ୍ୟର ମୂଲ୍ୟ ବିଷୟରେ ଲୋକଙ୍କୁ ସଚେତନ କରିବା ଲାଗି ଗଡ଼ିଲା ରଥ

ରାୟଗଡ଼ା ଅଫିସ,୧୩ା୫: ସରକାରଙ୍କ ଦ୍ୱାରା ଜଙ୍ଗଲଜାତ ଦ୍ରବ୍ୟର ମୂଲ୍ୟ ଏବଂ ଜଙ୍ଗଲରୁ ଉପତ୍ାଦିତ ଦ୍ରବ୍ୟର ମୂଲ୍ୟ ନିର୍ଦ୍ଧାରଣର ସଚେତନତା କରିବା ପାଇଁ ଏକ ସଚେତନ ରଥ ବୁଧବାର  ଜିଲା ପରିକ୍ରମାରେ ବାହାରିଛି । ଏହାର ଉଦ୍ଦେଶ୍ୟ ହେଲା ଗ୍ରାମାଞ୍ଚଳରେ ରହୁଥିବା ଆଦିବାସୀ ଜନଜାତି ସମ୍ପ୍ରଦାୟର ଲୋକମାନେ ବିଭିନ୍ନ ଜଙ୍ଗଲଜାତ ଦ୍ରବ୍ୟ ଉତ୍ପାଦନ କରନ୍ତି। ହେଲେ ସଚେତନ ନ ଥିବାରୁ ଦଲାଲମାନଙ୍କ ଶିକାର ହୋଇ କମ୍‌ ଦରରେ ବଜାରରେ ବିକ୍ରି କରୁଛନ୍ତି। ତେଣୁ ଏହି ରଥ ବୁଲି ଲୋକଙ୍କୁ ବନଜାତ ଦ୍ରବ୍ୟର ସଚେତନ କରାଇବ ବୋଲି ରାୟଗଡ଼ା ଜିଲା ଟିଡିସିସି କାର୍ଯ୍ୟାଳୟର ଜିଲା ପରିଚାଳକ ଅଶୋକ କୁମାର ପାତ୍ର କହିଛନ୍ତି। ଏହି ରଥକୁ ଜିଲାପାଳ ପ୍ରମୋଦ କୁମାର ବେହେରା ଉଦ୍‌ଘାଟନ କରିଛନ୍ତି। ଏହି ରଥ ଗଡ଼ି ଜିଲାର ୧୧ଟି ବ୍ଲକର ଅଞ୍ଚଳବାସୀଙ୍କୁ ନିର୍ଦ୍ଧାରିତ ଦର ବିଷୟରେ ସଚେତନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri