ବନବିଭାଗ ଚଢ଼ାଉ:୧୨୩ ସିଏଫ୍‌ଟି ଶାଳକାଠ ଜବତ

ଧାମନଗର,୧୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ବିଭିନ୍ନ ସ୍ଥାନରେ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ବହୁ ପରିମାଣରେ ଚୋରା କାଠ ଜବତ ହୋଇଛି । ଧୁଷୁରୀ ବଜାର, ଗୋପାଳବିନ୍ଧା ଏବଂ ଗଢ଼ିଆଳିରେ ଚଢ଼ାଉ ହୋଇ ମୋଟ ୧୨୩ ସିଏଫ୍‌ଟି ଶାଳକାଠ ଜବତ କରାଯାଇଛି। ଧାମନଗର ରେଞ୍ଜର କୁଶଚରଣ ସିଂ, ଭଣ୍ଡାରିପୋଖରୀ ଫରେଷ୍ଟର ପ୍ରକାଶ ଚନ୍ଦ୍ର ଦାସ, ଜିଲା ବନଖଣ୍ଡ ସହକାରୀ ଅଧିକାରୀ ବିରାଜ ମୋହନଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri