ବନବିଭାଗ ଦେଲା ୧ ଲକ୍ଷ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏ ନେଇ ଡିଏଫ୍ଓ ସମ୍ୟକ୍ ସାମନ୍ତରା ସୂଚନା ଦେଇଛନ୍ତି। ଡିଏଫ୍ଓ, ଏସିଏଫ୍, ଫରେଷ୍ଟର ଓ ଗାର୍ଡମାନେ ଟଙ୍କା ଏକାଠି କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri