ବନବିଭାଗର ଚଢ଼ାଉ: ପିଆଶାଳ କାଠ ବୋଝେଇ ପିକ୍‌ଅପ ଜବତ, ଚାଳକ ଗିରଫ

ବଡ଼ବିଲ,୧୩।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲ ବନବିଭାଗ ଗୁଆଲି ନିକଟରେ ଶୁକ୍ରବାର ରାତିରେ ଚଢାଉ କରି ଏକ କାଠ ବୋଝେଇ ପିକଅପ ଗାଡିକୁ ଜବତ କରିଛି। ଏଥିସହ ଚାଳକ ଚମ୍ପୁଆ ଅଞ୍ଚଳର ଏମ.ଡି ଇଶାକଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି।
ବନବିଭାଗ ସୂତ୍ରରୁ ପ୍ରକାଶ, ଏକ ପିକଅପ ଗାଡ଼ି(ଜେଏଚ୦୫ ସିଏମ୮୪୧୦)ରେ ସୁନ୍ଦରଗଡ଼ ଜିଲା କୋଇଡ଼ାରୁ ପିଆଶାଳ କାଠ ଗଣ୍ଡି ବୋଝେଇ କରି ଝାଡ଼ଖଣ୍ଡ ରାଜ୍ୟ ମଝିଗାଁକୁ ଚୋରାଚାଲାଣ ହେଉଥିଲା। ଖବରପାଇ ବଡବିଲ ବନବିଭାଗ କର୍ମଚାରୀମାନେ ଚଢାଉ କରି ଉକ୍ତ ଗାଡିରୁ ୧୫ ଖଣ୍ଡ ପିଆଶାଳ କାଠ ଗଣ୍ଡି ଜବତ କରିଥିଲେ। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri