ବନବିଭାଗର ଚଢ଼ାଉ ପ୍ରତିବାଦରେ ଡିଏଫ୍‌ଓ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ଧାରଣା

ରାଜନଗର,୧୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରେ ବୁଧବାର ରାଜନଗର ବନବିଭାଗ ପକ୍ଷରୁ ବାର୍‌ହା ମାଂସ ଜବତ କରିବା ଲାଗି ଚଢ଼ାଉ କରାଯାଇଥିଲା। ହେଲେ ଚଢ଼ାଉ ସମୟରେ ବାର୍‌ହା ମାଂସ ନ ପାଇ ବନ ବିଭାଗ ଫେରି ଆସିଥିଲେ। ଏହାକୁ ନେଇ ବ୍ଲକର ଶତାଧିକ କଂଗ୍ରେସ କର୍ମୀ ବ୍ଲକ ସଭାପତି ଚୌଧୁରୀ ରବୀନ୍ଦ୍ର ରାଉତରାୟଙ୍କ ନେତୃତ୍ୱରେ ସମ୍ମାନ ଫେରାଇବା ଦାବି ନେଇ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ରାଜନଗର ଏସିଏଫ୍‌ଓ ହରେକୃଷ୍ଣ ମଲିକ ଧାରଣାରତ କଂଗ୍ରେସ କର୍ମୀଙ୍କ ସହ ଆଲୋଚନା କରି ଏହି ଚଢ଼ାଉ ନେଇ ପ୍ରକୃତ ସତ୍ୟାସତ୍ୟ ତଦନ୍ତ କରାଯିବ। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri