ବନାଞ୍ଚଳ ସ୍ତରୀୟ ମୋବାଇଲ ବ୍ୟାରାକ କୋଠା ଉଦଘାଟିତ

ଦେବଗଡ଼,୧୨ା୧(ଡି.ଏନ.ଏ):ବନ ବିଭାଗ ପକ୍ଷରୁ ଦେବଗଡ କୃଷି ବିଜ୍ଞାନ କେନ୍ଦ୍ର ନିକଟରେ ନୂତନ ଭାବେ ନିର୍ମିତ ଦେବଗଡ ବନାଞ୍ଚଳସ୍ତରୀୟ ମୋବାଇଲ ବ୍ୟାରାକ କୋଠା ସୋମବାର ଉଦଘାଟିତ ହୋଇଯାଇଛି। ବନବିଭାଗରେ କାର୍ଯ୍ୟରତ ମୋବାଇଲ ସ୍କ୍ବାଡ୍‌ମାନଙ୍କ ନିମନ୍ତେ ମୋଟ ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି କୋଠାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଉରକେଲା ସର୍କଲ ଆରସିସିଏଫ୍‌ ଭଞ୍ଜ କିଶୋର ସ୍ବାଇଁ ଫିତାକାଟି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଦେବଗଡ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡଙ୍ଗୀ, ଦେବଗଡ କେନ୍ଦୁପତ୍ର ଡିଭିଜନ ବନଖଣ୍ଡ ଅଧିକାରୀ ଫାଲ୍ଗୁନୀ ସାରଥି ମଲ୍ଲିକ ଓ ଦେବଗଡ ବନାଂଚଳ ଅଧିକାରୀ ଦେବଦତତ୍ତନନ୍ଦ ଓ ଫରେଷ୍ଟର ପ୍ରଶନ୍ନ କୁମାର ସାହୁଙ୍କ ସମେତ ବନ ବିଭାଗ ଓ ସ୍କ୍ବାଡ୍‌ କର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଫରେଷ୍ଟଗାର୍ଡ ଭୋଲେଶ୍ୱର ସାହୁ, ସୀମା ପ୍ରଧାନ, ରଶ୍ମିତା ମାଙ୍ଘୀ ଓ ସନ୍ଧ୍ୟାରାଣୀ ରାଉତ ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଏହି ଗୁରୁତ୍ୱପୂର୍ଣ୍ଣ ପରିସ୍ଥିତିର କରାଯିବ ସମୀକ୍ଷା

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri