ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ

ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା ମଇଦାନରେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲାରୁ ଏକମାତ୍ର ମତ୍ସ୍ୟଚାଷୀ ଭାବେ ବନୋଜ ବିଶ୍ୱାଳ ସମ୍ବର୍ଦ୍ଧିତ ହୋଇଛି। ବନୋଜଙ୍କ ଘର ନୀଳଗିରି ବ୍ଲକ ଅଧିନସ୍ଥ ଜାମୁଡ଼ିହା ପଞ୍ଚାୟତ ଅନ୍ତର୍ଗତ ମଲ୍ୟାଣୀ ଗ୍ରାମରେ। ସେ ଶ୍ରେଷ୍ଠ ମତ୍ସ୍ୟଚାଷୀ ଭାବେ କୃଷିମନ୍ତ୍ରୀ ଅରୁଣ ସାହୁ ଏବଂ ମହିଳା ଓ ଶିଶୁ ବିଭାଗର ମନ୍ତ୍ରୀ ଟୁକୁନୀ ସାହୁଙ୍କଠାରୁ କୃତି କୃଷକ ସମ୍ମାନରେ ସମ୍ବର୍ଦ୍ଧିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri