ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ୩ ବର୍ଷର ଶିଶୁକନ୍ୟା ଉଦ୍ଧାର

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ଶନିବାର ଜଣେ ତିନି ବର୍ଷର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପିଲାଟି କାନ୍ଦୁଥିବା ବେଳେ ଯାତ୍ରୀମାନେ ତାହା ଦେଖି ପୋଲିସକୁ ଖବର ଦେଇଥିଲେ। ସହରାଞ୍ଚଳ ଥାନା ପୋଲିସ କନ୍ୟାଟିକୁ ଉଦ୍ଧାର କରି ଶିଶୁ ପରିଚର୍ଯ୍ୟା ଅନୁଷ୍ଠାନ ‘ବାଶ୍ଚଲ୍ୟ’ରେ ଛାଡ଼ିଥିବା ଜଣାପଡ଼ିଛି। ଖବର ଲେଖାଯିବା ସୁଦ୍ଧା ଶିଶୁଟିର ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri