ବନ୍ତରେ ପହଞ୍ଚତ୍ଲେଣି ୧୫୧ ପ୍ରବାସୀ ଓଡ଼ିଆ

ବନ୍ତ,୧୨।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ବ୍ଲକରେ ୨୬ଟି ରାଜ୍ୟରୁ ଘରକୁ ଫେରିବା ୮୪୪୧ ଜଣ ପ୍ରବାସୀ ଓଡିଆ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର ସୁଦ୍ଧା ୧୫୧ଜଣ ଫେରିଥିବା ଜଣାଯାଇଛି। ଗତ ୨ ତାରିଖରେ ୫, ୩ରେ ୧୧, ୪ରେ ୧୯, ୫ରେ ୧୧, ୬ରେ ୧୮, ୭ରେ ୯, ୮ରେ ୧୦ ଓ ୯ରେ ୯, ୧୦ରେ ୨୭ ଓ ୧୧ରେ ୩୧ ଜଣ ଫେରିଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଆନ୍ଧ୍ର ପ୍ରଦେଶରୁ ୩, ବିହାରରୁ ୧, ଗୁଜୁରାଟରୁ ୫୭, ଝାଡଖଣ୍ଡରୁ ୩, କର୍ଣ୍ଣାଟକରୁ ୪, କେରଳରୁ ୭, ମହାରାଷ୍ଟ୍ରରୁ ୧୦, ରାଜସ୍ତାନରୁ ୬, ତାମିଲନାଡୁରୁ ୨୬, ତେଲେଙ୍ଗାନାରୁ ୮, ପଶ୍ଚିମବଙ୍ଗରୁ ୨୬ ଜଣ ଆସିଥିବା ସୂଚନା ମିଳିଛି । ସମସ୍ତ ପ୍ରବାସୀ ଓଡିଆମାନଙ୍କୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?