ବନ୍ଦ ଖଣି ଚାଲୁ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ,୧।୧୧: ଅନୁଗୋଳ ଜିଲା ସୋଲଡ଼ା ଗ୍ରାମ ସହ ଖୁରିଙ୍ଗା, ସତ୍ୟବାଦୀପୁର, ନାଥଗାଁ ଓ ତେଲିପୁର ଗ୍ରାମର ଶତାଧିକ ଲୋକ ଜିଲାପାଳ ଓ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ତେବେ ବଳରାମ କୋଇଲା ଖଣି(ସୋଲଡା ପ୍ୟାଚ୍‌) ଚାଲୁ କରିବା ଦାବିରେ ଏହି ଆନ୍ଦୋଳନ କରାଯାଇଛି। ଖଣି ଚାଲୁ ନ ହେଲେ ଆଗାମୀ ଦିନରେ ରାସ୍ତା ବନ୍ଦ ସହ ବିଧାନସଭା ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି। ଖଣି ଚାଲୁ କରିବାକୁ ଗତ ୨୮ ତାରିଖଠାରୁ ୧୫ ଜଣ ଜିଲା କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାରେ ବସିଛନ୍ତି। ସୂଚନାଯୋଗ୍ୟ ଯେ, ଅକ୍ଟୋବର ୬ ତାରିଖଠାରୁ ଡଅଁରା ଗ୍ରାମବାସୀ ଖଣି ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri