Posted inଜାତୀୟ

ବନ୍ଦ ଘରୁ ମିଳିଲା ୫ଜଣଙ୍କର ଗଳିତ ମୃତଦେହ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ଭଜନପୁରା ଅଞ୍ଚଳରୁ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ବୁରାରି ଗଣଆତ୍ମହତ୍ୟା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଉତ୍ତର-ପୂର୍ବ ଦିଲ୍ଲୀ ଭଜନପୁରାର ଏକ ଘରୁ ୫ଜଣଙ୍କର ମୃତଦେହ ମିଳିଛି। ସୂଚନାଯୋଗ୍ୟ, ଉକ୍ତ ଘର କିଛି ଦିନ ହେଲା ବନ୍ଦ ଥିବା ବେଳେ ବୁଧବାର ସେଠାରୁ ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ଭଜନପୁରା ପୋଲିସ ପହଞ୍ଚି ଘରର କବାଟକୁ ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ। ସେଠାରେ ତାଙ୍କୁ ୫ଜଣଙ୍କର ଗଳିତ ମୃତଦେହ ମିଳିଥିଲା। ମୃତକଙ୍କ ପରିଚୟ ଶମ୍ଭୁ, ସୁନୀତା ଓ ତାଙ୍କର ୩ପିଲା ରୂପେ ମିଳିଛି। ଏହି ମୃତଦେହ ସପ୍ତାହ ତଳର ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ମୃତଦେହକୁ ଉଦ୍ଧାର କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି। ତେବେ କେଉଁ ପରିସ୍ଥିତିରେ ସେମାନଙ୍କର ମୃତ୍ୟୁ ହୋଇଛି ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri