ପୁରୀ ଅଫିସ,୧୮ା୪: ବର୍ତ୍ତମାନ କରୋନା କଟକଣା ଜାରି କରାଯାଇଛି । ଲକ୍ଡାଉନ ଯୋଗୁ ବନ୍ଦ ରହିଛି ସମସ୍ତ ହୋଟେଲ, ଲଜ୍ ଏବଂ ଅନ୍ୟାନ୍ୟ ବ୍ୟବସାୟ ପ୍ରତିଷ୍ଠାନ। ହେଲେ ଶୁକ୍ରବାର ବଡ଼ଦାଣ୍ଡର ଦୁଇଟି ଲଜ୍ରେ ଦେହବ୍ୟବସାୟ ଚାଲୁଥିବା ନେଇ ୩ଜଣ ଯୁବକ ବିରୋଧ କରିବାରୁ ସେମାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା କୁମ୍ଭାରପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ୩ ଯୁବକଙ୍କୁ ମାଡ଼ ମରାଯାଇଛି ଏବଂ ସେମାନେ ଡାକ୍ତରଖାନାରେ ଚିକିତ୍ସିତ ଥିବା ଆଇଆଇସି କୁଳମଣୀ ସେଠୀ ସ୍ବୀକାର କରିଥିଲେ ମଧ୍ୟ ଦେହ ବ୍ୟବସାୟ ନେଇ କୌଣସି ଅଭିଯୋଗ ହୋଇ ନ ଥିବା କହିଛନ୍ତି। ତେବେ କଣ ପାଇଁ ଯୁବମାନଙ୍କୁ ଆକ୍ରମଣ କରାଯାଇଛି ସେ ନେଇ ପୋଲିସ କୌଣସି ସୂଚନା ଦେଇନାହିଁ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।
Posted inଆମ ଜିଲା ଖବର, ପୁରୀ View All
ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…
୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ
କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…
ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…
ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ
ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…
ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…
ବକ୍ସାଇଟ୍ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା
ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…
୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ
ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…
କଣାସରେ ପଶିଲା ଗୋଠଛଡ଼ା ହାତୀ
କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…
Archives

