ବନ୍ଦ ହୃତ୍‌ପିଣ୍ଡ ପୁଣି ଚାଲି ପାରିବ

ବ୍ରହ୍ମପୁର ଅଫିସ୍‌,୧୬।୧୦: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ ବିଶ୍ୱ ନିଶ୍ଚେତନ ଦିବସ ଆୟୋଜିତ ହୋଇଯାଇଛି । ବହିର୍ବିଭାଗ ସମ୍ମୁଖରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହୃତ୍‌ପିଣ୍ଡ ପୁନାରମ୍ଭ ସଂପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା । ଚଳିତ ବର୍ଷର ବିଷୟ ରହିଛି ‘ହୃଦୟ ପୁନଃ ସଂଚାଳନ’ । ଜଣେ ବ୍ୟକ୍ତିଙ୍କ ହୃତ୍‌ପିଣ୍ଡ ବନ୍ଦ ହୋଇଯାଇଥଥିଲେ ଜଣେ ସାଧାରଣ ଲୋକ କିଭଳି ଉକ୍ତ ହୃତ୍‌ପିଣ୍ଡକୁ ପୁନଃ କାର୍ଯ୍ୟକ୍ଷମ କରିପାରିବେ, ସେ ସମ୍ପର୍କରେ ଉପସ୍ଥିତ ନିଶ୍ଚେତକମାନେ ବୁଝାଇଥିଲେ । ଜନସାଧାରଣଙ୍କୁ ସଚେତନ କରିବା ଦିଗରେ ବ୍ୟାପକ ପଦକ୍ଷେପ ନିଆଯାଉଛି ବୋଲି ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗର ମୁଖ୍ୟ ପ୍ରଫେସର ଡା. ଦେବପ୍ରସାଦ ମହାନ୍ତି କହିଛନ୍ତି । ଏହି କାର୍ଯ୍ୟମରେ ଡିନ୍‌ ତଥା ଅଧ୍ୟକ୍ଷ ଡା. ରାଧାମାଧବ ତ୍ରିପାଠୀ, ଅଧୀକ୍ଷକ ଡା. ଚରଣ ପଣ୍ଡା, ପ୍ରଫେସର ଡା. ଲକ୍ଷ୍ମୀଧର ଦାସ, ଅବସରପ୍ରାପ୍ତ ଡା. ହରିହର ପଟ୍ଟନାୟକ, ଆସିଷ୍ଟାଣ୍ଟ ପ୍ରଫେସର ଡା. ଅରୁଣ କୁମାରଙ୍କ ସମେତ ବହୁ ଡାକ୍ତର ଏବଂ ଡାକ୍ତରୀ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?