ବନ୍ଦ ହେବ ଧରାକୋଟଗଡ ରଥଯାତ୍ରା

ଧରାକୋଟ,୫ା୬(ଡି.ଏନ.ଏ.)- ଧରାକୋଟଗଡ଼ର ରଥଯାତ୍ରା ଚଳିତ ବର୍ଷ ହେବନାହିଁ। ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଗୁଣ୍ଡିଚା ଯାତ୍ରା କରୋନା ମହାମାରୀ ଯୋଗୁ ବନ୍ଦ କରାଯାଇଥିବା ଦେବୋତ୍ତର ଗୁମାସ୍ତା ଅଶୋକ କୁମାର ଗୌଡ କହିଛନ୍ତି। ଶୁକ୍ରବାର ଜଗନ୍ନାଥ ମନ୍ଦିର ପରିସରରେ ଥିବା ସ୍ନାନ ବେଦୀରେ ତିନି ଠାକୁରଙ୍କୁ ପହଣ୍ଡି ବିଜେ କରାଇବା ପରେ ସୁରୁଖୁରୁରେ ସମ୍ପନ୍ନ ହୋଇଥିଲା ସ୍ନାତନୀତି। ସୀମିତ ଭକ୍ତଙ୍କ ମଧ୍ୟରେ ଏହା କରାଯାଇଥିଲା। ପୋଲିସର ପ୍ରଶାସନର ଉପସ୍ଥିତିରେ ରାଜ ପୁରୋହିତ କୈଳାଶ ଚନ୍ଦ୍ର ମିଶ୍ର, ବଡ଼ପଣ୍ଡା ତ୍ରିନାଥ ପଣ୍ଡା ନିଜର ଦାୟିତ୍ୱ ସମ୍ପନ୍ନ କରିଥିଲେ। ପରେ ଠାକୁରଙ୍କ ହାତୀ ବେଶରେ ସଜା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri