ବନ୍ଦ ହେଲା ମୋ ସାଇକେଲ

ଭୁବନେଶ୍ୱର, ୨୪ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ପକ୍ଷରୁ ଭୁବନେଶ୍ୱରରେ ମୋ ସାଇକେଲ୍ ଚଳାଚଳ ବନ୍ଦ ରଖାଯାଇଛି। ବୁଧବାରଠାରୁ ମୋସାଇକେଲ୍ ଚଳାଚଳ କରିବ ନାହିଁ ବୋଲି ମଙ୍ଗଳବାର କ୍ରୁଟ୍ ପକ୍ଷରୁ କୁହାଯାଇଛି।ସୂଚନା ଅନୁସାରେ, ୨୨ତାରିଖରେ ଲକ୍ ଡାଉନ୍ ଘୋଷଣା ପରଠାରୁ ଭୁବନେଶ୍ୱରର ଜନସାଧାରଣ ଯାତାୟତ ପାଇଁ ମୋ ସାଇକେଲ ବ୍ୟବହାର କରୁଥିଲେ। ଦୈନିକ ହାରାହାରି ୨୫୦ ଲୋକ ମୋ ସାଇକେଲ ଚଳାଉଥିଲେ। ହେଲେ ଏବେ ସାରା ରାଜ୍ୟରେ ଲକ୍ ଡାଉନ୍ ଘୋଷଣା ପରେ ମୋ ସାଇକେଲ ଚଳାଚଳକୁ କ୍ରୁଟ୍ ବନ୍ଦ କରିଛି ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରାଥମିକତା ଦେଇ ଏହି ସେବାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ କରାଯାଇଛି ବୋଲି କ୍ରଟ୍ ପକ୍ଷରୁ କୁହାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri