ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌

ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ  ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ପ୍ରଥମେ ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ ଆଉ ୧୮ଟି ଗେଟ ଖୋଲାଯାଇଥିଲା। ଚଳିତ ଥର ହୀରାକୁଦ ଡ୍ୟାମ୍‌ ପାଣି ଛଡ଼ା ହେବା ଦ୍ୱାରା ବନ୍ୟାର କୌଣସି ଆଶଙ୍କା ଦେଖାଯାଇ ନାହିଁ। ହେଲେ ନଦୀ କୂଳବର୍ତ୍ତୀ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri