ବନ୍ଦ ହୋଇପାରେ ୨ଶହ ଘରୋଇ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ କଠୋର ହେବାରେ ଲାଗିଛି । ତେବେ ସୋମବାର ବିଭାଗ ପକ୍ଷରୁ ଏକ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି ଯେଉଁଥିରେ, ଶିକ୍ଷକଙ୍କ ଯୋଗ୍ୟତା ଓଟିଇଟିକୁ କୋହଳ କରାଯାଇଛି।
ଅର୍ଥାତ୍‌ ଯେଉଁ ଘରୋଇ ସ୍କୁଲର ଶିକ୍ଷକଙ୍କ ଶିକ୍ଷାଗତ ଯୋଗ୍ୟତା ଓଟିଇଟି ନାହିଁ, ସେହି ସ୍କୁଲକୁ ସାର୍ଟିଫିକେଟ୍‌ ଅଫ୍‌ ରେକଗ୍‌ନାଇଜେସନ୍‌(ସିଓଆର୍‌) ପ୍ରଦାନ କରାଯିବ ନାହିଁ। ଏହି ସବୁ ଘରୋଇ ସ୍କୁଲଗୁଡ଼ିକୁ ବନ୍ଦ କରିଦେବାକୁ ବିଭାଗ ନିଷ୍ପତ୍ତି ନେଇଛି। ତେବେ ଏହି କୋହଳ ସତ୍ତ୍ୱେ ଗଞ୍ଜାମ ଜିଲାରେ ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ କମିନାହିଁ।
ପ୍ରାୟ ୨ଶହ ଘରୋଇ ସ୍କୁଲ ବନ୍ଦ ହେବାର ଆଶଙ୍କା ଦେଖାଦେଇଛି ।
ଅନୁଯାୟୀ, ଗଞ୍ଜାମ ଜିଲାରେ ୪୮୧ ଘରୋଇ ପ୍ରାଥମିକ ସ୍କୁଲ ରହିଛି। ଏଥିରୁ ଅଧିକାଂଶ ଘରୋଇ ସ୍କୁଲର ସ୍ଥିତି ନିମ୍ନମାନର। ଖୁବ୍‌ କମ୍‌ ଶିକ୍ଷାଗତ ଯୋଗ୍ୟତା ଥିବା ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯାଇଛି।
ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା, ଘରୋଇ ସ୍କୁଲଗୁଡ଼ିକରେ ଆର୍ଥିକ ଅନଗ୍ରସର ବର୍ଗର ୨୫ପ୍ରତିଶତ ଶିଶୁଙ୍କ ନାମଲେଖା ନିୟମ ରହିଥିଲେ, ମଧ୍ୟ କୌଣସି ସ୍କୁଲ ଏହାକୁ ମାନୁନାହାନ୍ତି ।
ଫଳରେ ଶିକ୍ଷା ଅଧିକାର ଆଇନ୍‌ର ଖୋଲାଖୋଲି ଉଲ୍ଲଂଘନ ହେଉଛି ।
ସମୟରେ ଶିକ୍ଷକଙ୍କ ଶିକ୍ଷାଗତ ଯୋଗ୍ୟତାରୁ ଓଟିଇଟିକୁ ବାଦ ଦେବା ପରେ କେତେକ ଘରୋଇ ସ୍କୁଲ ଆଶ୍ୱସ୍ତ ହୋଇଛନ୍ତି। ତଥାପି ପ୍ରାୟ ୨ଶହ ଘରୋଇ ସ୍କୁଲ ବନ୍ଦ ହେବାର ଆଶଙ୍କା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri