ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଛନ୍ତି। ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ ରାସ୍ତା ସୁଭାଷ ବୋଷ ଛକରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ମହିଳା ପୁରୁଷ, ସରକାରୀ, ବେସରକାରୀ କର୍ମଚାରୀ, ବ୍ୟବସାୟୀ, ବରିଷ୍ଠ ନାଗରିକ,ବୁଦ୍ଧିଜୀବୀ ଗଣମାଧ୍ୟମ ପ୍ରତିନିଧି, ବିଦ୍ୟାଳୟ ଛାତ୍ରୀଛାତ୍ର ସାମିଲ ହୋଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ ା ପରେ ଭାରତମାତା କି ଜୟ, ବନ୍ଦେ ଉତ୍କଳ ଜନନୀ ଧ୍ୱନିରେ ସହର ମୁଖରିତ ହୋଇଥିଲା ା ଜିଲାର ସାତଟି ବ୍ଲକ, ପଞ୍ଚାୟତ ସଦର ମହକୁମା, ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ...

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri