Posted inଖେଳ

‘ବନ୍ଦେ ମାତରମ୍‌’ରେ କମ୍ପିଲା ଗୁଆହାଟୀ ଷ୍ଟାଡିୟମ୍‌

ଗୁଆହାଟୀ,୬।୯: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ବର୍ଷା କାରଣରୁ ବାତିଲ ହୋଇଛି। ଟସ୍‌ ପରେ ଗୋଟିଏ ବି ବଲ ପଡିବା ପୂର୍ବରୁ ମ୍ୟାଚକୁ ବାତିଲ କରିଦିଆଯାଇଛି। ଟସ୍‌ ପରେ ଲଗାତର ବର୍ଷା କାରଣରୁ ମ୍ୟାଚ ଆରମ୍ଭ ହୋଇପାରି ନ ଥିଲା। ମ୍ୟାଚ ବାତିଲ ହେବା ଦ୍ୱାରା ଷ୍ଟାଡିୟମରେ ଉପସ୍ଥିତ ହଜାର ହଜାର ସଂଖ୍ୟକ ଦର୍ଶକଙ୍କୁ ନିରାଶ ହେବାକୁ ପଡିଥିଲା। କିନ୍ତୁ ଷ୍ଟାଡିୟମରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ବର୍ଷା ପରେ ପଡିଆକୁ ଶୁଖାଇବା ପାଇଁ ଗ୍ରାଉଣ୍ଡ ଷ୍ଟାଫମାନେ ଚେଷ୍ଟା କରୁଥିବାବେଳେ ଷ୍ଟାଡିୟମରେ ଉପସ୍ଥିତ ପ୍ରାୟ ୩୦ ହଜାର ଦର୍ଶକ ଏକସଙ୍ଗରେ ଛିଡା ହୋଇ ମୋବାଇଲ୍‌ ଫ୍ଲାସ୍‌ ଅନ୍‌ କରି ବନ୍ଦେ ମାତରମ୍‌ ଗାଇବାକୁ ଲାଗିଥିଲେ। ବିସିସିଆଇ ନିଜ ଟୁଇଟର୍‌ ପେଜ୍‌ରେ ଏହାର ଏକ ଭିଡିଓ ଶେୟାର କରିଛି। ଏପରିକି ଶ୍ରୀଲଙ୍କ କ୍ରିକେଟରମାନେ ମଧ୍ୟ ନିଜ ସୋସିଆଲ ଆକାଉଣ୍ଟରେ ଏହି ଭିଡିଓକୁ ଶେୟାର କରିବାକୁ ପଛାଇନାହାନ୍ତି। ସିରିଜର ଦ୍ୱିତୀୟ ମ୍ୟାଚ ଆସନ୍ତା ୭ ତାରିଖରେ ଇନ୍ଦୋରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?