ଗୁଡାରୀ,୧୬।୧୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଡାରୀ ବ୍ଲକ୍ ସାନହୁମା ପଞ୍ଚାୟତର କିନିଡ଼ି ଗ୍ରାମ ନିକଟ କପାବାଡ଼ରୁ ବନ୍ଧା ହୋଇଥିବା ବସ୍ତାରୁ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ମଙ୍ଗଳବାର ଉଦ୍ଧାର କରାଯାଇଛି। ସେ ହେଲେ କିନିଡ଼ି ଗ୍ରାମର ମାୟାଦେବୀ ପାଣିଗ୍ରାହୀ(୫୧)। କୌଣସି ବ୍ୟକ୍ତିଙ୍କ ଠାରୁ ଖବର ପାଇ ୧୦୮ ଆମ୍ବୁଲାନ୍ସ ପହଞ୍ଚି ମହିଳାଙ୍କୁ କପାବାଡ଼ରୁ ଉଦ୍ଧାର କରି ଗୁଡାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରୁ ଗୁଣପୁର ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ବିଷୟରେ ମାୟାଦେବୀଙ୍କ ମା’ ଗଙ୍ଗଦେବୀ ପାଣିଗ୍ରାହୀ ଗୁଡାରୀ ଥାନାରେ ଏତଲା ଦେଇଛନ୍ତି। ୮୫/୨୨ରେ ଏକ ମାମଲା ରୁଜୁ ହୋଇଛି। ତେବେ ମହିଳାଙ୍କୁ ବସ୍ତାରେ ଭର୍ତ୍ତି କରି କିଏ କପାବାଡ଼ରେ ଫୋପାଡ଼ିଲେ ତାହାର ତଦନ୍ତ ଚାଲିଥିବା ଗୁଡାରୀ ଥାନା ଅଧିକାରୀ ଦୀନବନ୍ଧୁ ଶବର କହିଛନ୍ତି।
Posted inଆମ ଜିଲା ଖବର, ରାୟଗଡା View All
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

