ବେଗୁନିଆପଡ଼ା, ୧୩ା୮ (ଡି.ଏନ.ଏ.) -ପୁଣି ବନ୍ଧୁକ ଦେଖାଇ ଲୁଟ। ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ସୋମବାର ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଘଟଣା ଘଟିଛି ବେଗୁନିଆପଡ଼ା ଫାଣ୍ଡି ତିରିଡା ରାସ୍ତାରେ। ଅପରାହ୍ନ ପ୍ରାୟ ୧ଟା ୪୦ରେ ଖଲ୍ଲିକୋଟ ଥାନା ମଥୁରାଠାରେ ଥିବା ଆଇସିଆଇସିଆଇ ବ୍ୟାଙ୍କର ୨ କର୍ମଚାରୀ ବିଭୂତି ସାହୁ ଓ ଶୁଭଶ୍ରୀ ନାୟକ ଅଲଗା ଅଲଗା ବାଇକ ଓ ସ୍କୁଟିରେ ମଥୁରା ଶାଖା ଅଫିସ ବନ୍ଦ କରି ବେଗୁନିଆପଡ଼ା ଫାଣ୍ଡି ନିକଟସ୍ଥ ନୂତନ ଭାବେ ଖୋଲା ଯାଇଥିବା ଶାଖାକୁ ଆସୁଥିଲେ। ତିରିଡା ନିକଟସ୍ଥ ରାସ୍ତାରେ ୩ଜଣ ଦୁର୍ବୃତ୍ତ ଗୋଟିଏ ବାଇକରେ ଆସି ବିଭୂତି ଓ ଶୁଭଶ୍ରୀଙ୍କୁ ଅଟକାଇ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ବିଭୂତି ସାହୁଙ୍କ ଠାରୁ ୨୫୦୦୦ ଟଙ୍କା ସହ ଗାଡିଚାବି ନେବାସହ ଉଭୟଙ୍କଠାରୁ ମୋବାଇଲ ଛଡ଼ାଇ ଖଲ୍ଲିକୋଟ ଦିଗରେ ପଳାଇଥିଲେ। ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣା ନେଇ ଖଲ୍ଲିକୋଟ ଥାନାରେ ଏତଲା ଦିଆଯାଇଥିବା ବ୍ୟାଙ୍କ ମ୍ୟାନେଜର ଦେବାଶିଷ ପଣ୍ଡା ସୂଚନା ଦେଇଛନ୍ତି।
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…
ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ
ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…
Archives

