ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍‌

ଆସିକା,୧।୮(ଡି.ଏନ୍‌.ଏ): ଆସିକା-ବାଲିପଦର ମୁଖ୍ୟରାସ୍ତାର ଭେଟନୟୀ ପଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ସମୟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ମହିଳା ଏଜେଣ୍ଟଙ୍କୁ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍‌ କରିନେଇଛନ୍ତି। ଏଜେଣ୍ଟ ଜଣଙ୍କ ଭେଟନୟୀ ଅଞ୍ଚଳରୁ ଟଙ୍କା ସଂଗ୍ରହ କରି ସ୍କୁଟିରେ ଆସିକା ଆଡକୁ ଯାଉଥିବା ବେଳେ ଗୋଟିଏ ବାଇକ୍‌ରେ ୨ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଅଟକାଇ ଧରିଥିବା ଟଙ୍କାଙ୍କୁ ଲୁଟ୍‌ କରି ଫେରାର ହୋଇଯାଇଥିଲେ। ଖବର ପାଇ ଆସିକା ପୋଲିସ ବିଭିନ୍ନ ରାସ୍ତାକୁ ବ୍ଲକ କରି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri