ବନ୍ଧୁକ ମୁନରେ ବ୍ୟାଙ୍କମିତ୍ରଙ୍କଠାରୁ ୧.୭୬ ଲକ୍ଷ ଲୁଟ୍‌

କାମାକ୍ଷାନଗର, ୧୬।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ତଣ୍ଡିମୁଣ୍ଡା ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରାଇ ବାଟଗାଁ ଏସ୍‌ବିଆଇ ଗ୍ରାହକ ସେବା କେନ୍ଦ୍ରର ବ୍ୟାଙ୍କ ମିତ୍ର ସୁନୀଲ ମିଶ୍ରଙ୍କଠାରୁ ୧ ଲକ୍ଷ ୭୬ ହଜାର ଟଙ୍କା ଲୁଟି ନେଇଛନ୍ତି। ସୁନୀଲ ବାଇକ୍‌ରେ କାମାକ୍ଷାନଗରରୁ ଟଙ୍କା ଧରି ବାଟଗାଁ ଯାଉଥିବାବେଳେ ୩ ଜଣ ଦୁର୍ବୃତ୍ତ ଏକ କଳା ପଲ୍‌ସରରେ ଆସି ଅଟକାଇଥିଲେ। ପିସ୍ତଲ ଦେଖାଇ ବ୍ୟାଗ୍‌ ସହ ୧ ଲକ୍ଷ ୭୨ ହଜାର ଟଙ୍କା ଏବଂ ମନିପର୍ସରେ ଥିବା ୪ ହଜାର ଟଙ୍କା ଛଡ଼ାଇ ଚମ୍ପଟ ମାରିଥିଲେ। ଏ ନେଇ ସୁନୀଲ କଙ୍କଡ଼ାହାଡ଼ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri