ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ମତ୍ସ୍ୟଜୀବୀ ସଂଘର ବିକ୍ଷୋଭ

ରାଜନଗର,୨୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ(ଡିଏଫ୍‌ଓ) ସମ୍ମୁଖରେ ଅଖିଳ ଓଡ଼ିଶା ମତ୍ସ୍ୟ ଉତ୍ପାଦକ ମହାସଂଘ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ବେଆଇନ ମାଛ ଧରୁଥିବା ଟ୍ରଲରଗୁଡ଼ିକୁ ରାଜନଗର ବନ ବିଭାଗ ଜବତ କରୁଛି। କିନ୍ତୁ ବନ ବିଭାଗର ବଡ଼ ଅଫିସରମାନେ କଇଁଛ ସୁରକ୍ଷା ନାଁରେ ମତ୍ସ୍ୟଜୀବୀଙ୍କୁ ଭୟଭୀତ କରିବା ସହିତ ଟ୍ରଲର ଛାଡ଼ିବା ପାଇଁ ଅର୍ଥ ଦାବି କରିବା ପ୍ରତିବାଦରେ ସଂଘର ଅନନ୍ତ ଜେନାଙ୍କ ନେତୃତ୍ୱରେ ୨ ଶହରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ, ଟ୍ରଲରମାଲିକ ସାମିଲ ହୋଇ ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri