ବମିଖାଲରୁ କାଦପଡା ଯାଇଛନ୍ତି ଯୁବକ

ଆଠମଲ୍ଲିକ, ୪ା୪(ଡି.ଏନ.ଏ.)- ଭୁବନେଶ୍ୱର ସ୍ଥିତ ବମିଖାଲରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ କରାଯାଇଛି । ହେଲେ ବମିଖାଲର ଜନୈକ ବ୍ୟକ୍ତିଙ୍କ ଘରେ କାମ କରୁଥିବା ଜଣେ ଯୁବକ ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କାଦପଡା ଗ୍ରାମକୁ ଯାଇଛନ୍ତି । ଏ ନେଇ ଗ୍ରାମବାସୀଙ୍କ ଅଭିଯୋଗ ପରେ କିଆକଟା ପୋଲିସ, ରାଜସ୍ୱ କର୍ମଚାରୀ ଶନିବାର ସେଠାରେ ପହଞ୍ଚି ଯୁବକଙ୍କୁ ପଚରାଉଚରା କରିଛନ୍ତି । ଏଥିସହ ତାଙ୍କୁ ଅଲଗା ରହିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri