ବମ୍ବେରୁ ଫେରିଲେ ୨୬୧ ପ୍ରବାସୀ, ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌

ଖୋର୍ଦ୍ଧା ଅଫିସ,୧୩।୫: ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବମ୍ବେର ଥାନେ ଅଞ୍ଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ପହଞ୍ଚିଛି । ବୁଧବାର ସକାଳ ୯ଟାରେ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଏହି ଟ୍ରେନ ପହଞ୍ଚିବା ପରେ ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, ଜିଲାପାଳ ଓ ଜିଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସେମାନଙ୍କୁ ସ୍ବାଗତ କରିଛନ୍ତି। ସେହିଭଳି ତାମିଲନାଡୁ କୋଏମ୍ବାଟୁରରୁ ଆସିଥିବା ଟ୍ରେନ୍‌ରେ ଗଞ୍ଜାମ ଜିଲାର ୬୧୯ ଜଣ ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଛନ୍ତି। ଏଥିସହ ଖୋର୍ଦ୍ଧା ରୋଡ ରେଳ ଷ୍ଟେଶନରେ ୫୬୪ ଜଣ ଓହ୍ଲାଇଛନ୍ତି।

ସୂଚନା ଅନୁଯାୟୀ, ଥାନେରୁ ଓଡ଼ିଶାର କେନ୍ଦ୍ରାପଡ଼ା ଖୋର୍ଦ୍ଧା, ନୂଆପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ରୁ ପ୍ରାୟ ୨୬୧ ଜଣ ପ୍ରବାସୀ ନିଜ ରାଜ୍ୟକୁ ଫେରିଛନ୍ତି। ଷ୍ଟେଶନରେ ପହଞ୍ଚିବା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ସ୍କ୍ରିନିଂ ଓ ରେଜିଷ୍ଟ୍ରେଶନ କରାଯାଇ ସେମାନଙ୍କ ଜିଲାରୁ ଆସିଥିବା ସ୍ବତନ୍ତ୍ର ବସ ଯୋଗେ ସେମାନଙ୍କୁ ନିଜ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri