ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା ବେଳେ ଭାଜପାକୁ ୩୩,୬୧୧, କଂଗ୍ରେସକୁ ୫୦୪୭ ଖଣ୍ଡ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀନୀ ରୀତା ସାହୁ ୮୭,୩୭୩ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।
ପ୍ରକାଶଯୋଗ୍ୟ, ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରେ ବିଜେଡିର ରୀତା, କଂଗ୍ରେସର ଦିଲ୍ଳୀପ, ଭାଜପାର ସନତ, ହିନ୍ଦୁ ମହାସଭାର ଅଶୋକ କୁମାର ମିତ୍ତଲ ଏବଂ ସ୍ବାଧୀନ ପ୍ରାର୍ଥୀ ବୃନ୍ଦାବନ ପୁରୋହିତ ରହିଛନ୍ତି। ସମୁଦାୟ ୨ ଲକ୍ଷ ୩୨ ହଜାର ୨୬୪ଜଣ ଭୋଟରଙ୍କ ମଧ୍ୟରୁ ୭୯.୧୭% ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri